Masthead

ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ) : ନିଟ୍ ପିଜି ୨୦୨୫ କୁ ନେଇ ଆସିଲା ବଡ ଖବର । ଅଗଷ୍ଟ ୩ ତାରିଖରେ ଅନୁଷ୍ଠିତ ହେବ ନିଟ୍ ପିଜି ପରୀକ୍ଷା । ନୂଆ ତାରିଖରେ ପରୀକ୍ଷାକୁ ସୁପ୍ରିମକୋର୍ଟଙ୍କ ସହମତି । ତାରିଖ ଘୁଚାଇବା ଆବେଦନକୁ କୋର୍ଟଙ୍କ ମଞୁରୀ । ଏହାକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଦିନ ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ସ ଇନ୍ ମେଡିକାଲ୍ ସାଇନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରୀକ୍ଷା ପୂର୍ବରୁ ଚଳିତ ବର୍ଷ ଜୁନ୍ ୧୫ରେ ପରୀକ୍ଷା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା । ନିଟ୍ ପିଜି ପରୀକ୍ଷାକୁ ସୁପ୍ରିମକୋର୍ଟ (ଏନ୍ବିଇଏମ୍ଏସ୍)କୁ ଗୋଟିଏ ସିଫ୍ଟରେ ପରୀକ୍ଷା କରିବାକୁ ନିଦେ୍ର୍ଦଶ ଦେବା ପରେ ପରୀକ୍ଷାଟିକୁ ସ୍ଥଗିତ ରଖାଯାଇଥିଲା । ଅଗଷ୍ଟ ୩ରେ ଗୋଟିଏ ସିଫ୍ଟରେ ପରୀକ୍ଷା ପରିଚାଳନା ପାଇଁ (ଏନବିଇ) କୋର୍ଟର ଦ୍ୱାରସ୍ଥ ହୋଇଥିଲା । ଯାହାକୁ ବର୍ତ୍ତମାନ ମଞୁର କରାଯାଇଛି । ସୁପ୍ରିମକୋର୍ଟ ପୂର୍ବରୁ ସୂଚନା ଦେଇଥିଲେ କି ସମଗ୍ର ଦେଶରେ ଗୋଟିଏ ସିଫ୍ଟରେ ପରୀକ୍ଷା କରାଯିବା ଉଚିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ