Masthead

ଆଜି ନିଟ୍ ପରୀକ୍ଷା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ନିଟ୍ ପରୀକ୍ଷା । ୨୦୨୧ ଶିକ୍ଷାବର୍ଷର ମେଡିକାଲ ତଥା ଏମବିବିଏସ ଓ ବିଡିଏସ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜି ନ୍ୟାସନାଲ ଏଲିଜିବିଲିଟ କମ୍ ଏଣ୍ଟ୍ରାନ୍ସ ଟେଷ୍ଟ ଅନୁଷ୍ଠିତ ହେବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ହଲରେ କିଭଳି ଭାବେ ପିଲାମାନେ ସୁରୁଖୁରୁରେ ବସି ପରୀକ୍ଷା ଦେଇପାରିବେ ତାକୁ ଅଧିକ ଗୁରୁତ୍ୱ ଦିଆଯାଉଛି ।

ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ହୋବକୁ ଥିବା ସହର ସଂଖ୍ୟା ଚଳିତ ବର୍ଷ ବୃଦ୍ଧି କରାଯାଇଛି । ଉଭୟ ଦେଶ ଓ ବିଦେଶରେ ୨୦୨ଟି ସହରରେ ହୋଇଥିବା ୩ହଜାର ୮୬୨ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ଏନଟିଏ ପକ୍ଷରୁ ସୂଚନା ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ