Masthead

ରାହୁଲ ଗାନ୍ଧିଙ୍କୁ କ’ଣ ଝିଅ ଅଭାବ: ନୀତୁ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଲୋକସଭାରେ ରାହୁଲଙ୍କ ଫ୍ଲାଇଙ୍ଗ କିସକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଫ୍ଲାଇଂ କିସ୍‌କୁ ନେଇ ନୂଆ ବିବାଦ ଦେଖାଦେଇଛି। ବିହାରର କଂଗ୍ରେସ ବିଧାୟକ ନୀତୁ ସିଂ ଫ୍ଲାଇଙ୍ଗ କିସକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ରାହୁଲଙ୍କୁ କ’ଣ ଝିଅ ଅଭାବ । ସେ ୫୦ ବର୍ଷର ବୃଦ୍ଧା ମହିଳାଙ୍କୁ ଏଭଳି ଚୁମ୍ବନ କାହିଁକି ଦେବେ । ଯଦି ସେ ଫ୍ଲାଇଙ୍ଗ କିସ ଦେବେ ତ ଝିଅମାନଙ୍କୁ ଦେବେ । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ।

ଏଭଳି ଅଭିଯୋଗ ଭିତ୍ତିହୀନ ବୋଲି ମଧ୍ୟ ସେ କହିଛନ୍ତି। ଲୋକସଭାରେ ଭାଷଣ ଶେଷ କରି ସଂସଦ ବାହାରକୁ ଯିବା ବେଳେ ରାହୁଲ ଗାନ୍ଧି ମହିଳା ଏମପିମାନଙ୍କୁ ଟାର୍ଗେଟ କରିଥିଲେ । ଏବଂ ଫ୍ଲାଇଙ୍ଗ କିସ ଦେଇଥିଲେ । ଯାହାକୁ ନେଇ ରାହୁଲ ଗାନ୍ଧି ଅଶ୍ଳୀଳ ଇଙ୍ଗିତ କରିଛନ୍ତି ବୋଲି କହିଥିଲେ କେନ୍ଦ୍ରମନ୍ତ୍ରୀସ୍ମୃତି ଇରାନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ