Masthead

ଧାନ ବିକ୍ରିରେ ଅବହେଳା, ତେଜିଲେ ଚାଷୀ

ଡୁଙ୍ଗୁରୀପାଲି (ବଡ଼ ଖବର ବ୍ୟୁରୋ) : ଧାନ ବିକ୍ରିରେ ଅବହେଳା ନେଇ ତେଜିଲେ ଚାଷୀ । ଚେରୁପଲି ପେକ୍ସରେ ପକାଇଲେ ତାଲା । ଚେରୁପଳି ପେକ୍ସାରେ ଲାଗି ରହିଛି ଚାଷୀ ସମସ୍ୟା । ଅନେକ ଚାଷୀଙ୍କ ଟୋକନ ନାସିବା, ଟୋକାନ ଲେପସ ହେବା ଆଦି ଅନେକ ସମସ୍ୟା ଲାଗି ରହିଥିବାରୁ ଚାଷୀ ନାହିନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ଅବବଦରେ ଅନେକ ଥର ଅଭିଯୋଗ କଲେ ସୁଦ୍ଧା ଏହାର ସମାଧାନ ନକରିବାରୁ ଚେରୁପାଳି ପେକ୍ସସ୍ କାର୍ଯ୍ୟାଳୟକୁ ତାଲାବନ୍ଦ କରିଛନ୍ତି ଚାଷୀ । ଏହାକୁ ସମର୍ଥନ ଜଣାଇ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ପୂଜାରୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ରୁଦ୍ର କିଶୋର ମହଲାଙ୍କ ସହ ଅନେକ ବିଜେପି କାର୍ଯ୍ୟ କର୍ତ୍ତା ଏହି ତାଲାବନ୍ଦରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା