Masthead

ରୋହନପ୍ରୀତଙ୍କ ଏକ୍ସକୁ ହତ୍ୟା ଧମକ ଦେଲେ ନେହା କକ୍କର

ମୁମ୍ବାଇ (ବଡ଼ ଖବର): ନେହା କକ୍କର ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ସ୍ୱାମୀ ରୋହନପ୍ରୀତ ସିଂଙ୍କ ସହ ଏକ ମଜାଦାର ଭିଡିଓ ସେୟାର କରିଛନ୍ତି । ଯେଉଁଥିରେ ନେହା ରୋହନଙ୍କ ଏକ୍ସକୁ ମଜାଳିଆ ହତ୍ୟା କରିବାକୁ ଧମକ ଦେଇଛନ୍ତି । ନେହା କକ୍କର ରୋହନପ୍ରୀତ ସିଂଙ୍କ ଏକ୍ସ ଗାର୍ଲଫ୍ରେଣ୍ଡଙ୍କୁ ଗାଳି ଦେବେ ବୋଲି ଧମକ ଦେଇଛନ୍ତି ।

ବଲିଉଡ ଗାୟକ ନେହା କକ୍କର ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି । ତାଙ୍କ ପ୍ରଶଂସକଙ୍କ ସହ ସଂଯୁକ୍ତ ରହିବାକୁ ନେହା କକ୍କର ଭିଡିଓ ତିଆରି କରି ଅନେକ ଫଟୋ ସହିତ ଭିଡିଓ ସେୟାର କରନ୍ତି । ନିକଟରେ ସେ ତାଙ୍କ ସ୍ୱାମୀ ରୋହନପ୍ରୀତ ସିଂଙ୍କ ସହ ଏକ ମଜାଳିଆ ଭିଡିଓ କରିଥିଲେ ଯେଉଁଥିରେ ଉଭୟ ରୋହନଙ୍କ ଗୀତ ଏକ୍ସ କଲିଂରେ ଅଭିନୟ କରୁଥିବା ଦେଖିବାକୁ ମିଳିଛି। ଭିଡିଓରେ ନେହା ରୋହନପ୍ରୀତଙ୍କ ଏକ୍ସକୁ ଧମକ ଦେଉଥିବାର ନଜର ଆସିଛନ୍ତି। ଉଭୟଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ବେସ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ