Masthead

‘ନେହେରୁଙ୍କ ପରିଚୟ ତାଙ୍କ ନାମ ନୁହେଁ, ତାଙ୍କ କାମ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନେହେରୁ ମେମୋରିଆଲ ସଂଗ୍ରହାଳୟର ନାମ ପରିବର୍ତ୍ତନକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ପ୍ରତିକ୍ରିୟା । କହିଛନ୍ତି ନେହେରୁଙ୍କ ପରିଚୟ ହେଉଛି ତାଙ୍କ କାମ , ତାଙ୍କ ନାମ ନୁହେଁ। ୨ ଦିନିକିଆ ଲଦାଖ ଗସ୍ତ ପୂର୍ବରୁ ରାହୁଲ ଏହି ମନ୍ତବ୍ୟ ଦେଇଛନ୍ତି। ସୂଚନା ଅନୁସାରେ ସ୍ୱାଧୀନତା ଦିବସ ଅବସରରେ ନୂଆଦିଲ୍ଲୀର କିଶୋର ମୁର୍ତ୍ତୀ କମ୍ପ୍ଲେକ୍ସରେ ଥିବା ନେହେରୁ ମେମୋରିଆଲ ସଂଗ୍ରହାଳୟକୁ ପିଏମ୍‌ ସଂଗ୍ରହାଳୟ ଏବଂ ଲାଇବ୍ରେରୀ (ପିଏମ୍‌ଏମ୍‌ଏଲ୍‌) ଭାବରେ ନାମିତ କରାଯାଇଥିଲା।

ଯାହାକୁ ନେଇ ବିରୋଧୀମାନେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । କଂଗ୍ରେସ ସହମହା ସଚିବ ତଥା ଦଳର ଯୋଗାଯୋଗ ମୁଖ୍ୟ ଜୟରାମ ରମେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନେହେରୁଙ୍କ ଉତ୍ତରାଧିକାରୀତ୍ୱ ନଷ୍ଟ କରିଥିବା ଅଭିଯୋଗ ଆଣିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ