Masthead

ନେପାଳ ସଡକ ଦୁର୍ଘଟଣା

୬ ଜଣ ଭାରତୀୟଙ୍କ ସମେତ ୭ ଜଣଙ୍କର ମୃତ୍ୟ

କାଠମାଣ୍ଡୁ(ବଡଖବର ବ୍ୟୁରୋ):ନେପାଳର ବାରା ଜିଲ୍ଲାରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ଭାରତୀୟଙ୍କ ସମେତ ୭ ଜଣଙ୍କର ମୃତ୍ୟ ଘଟିଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବିିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଜିତପୁର ସିମାରା ଉପମହାନଗର ଚୁରିୟାମାଲ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି ।

ପୋଲିସର ସୂଚନା ଅନୁଯାୟୀ ବସ୍‌ରେ ସମୁଦାୟ ୨୬ ଜଣ ଯାତ୍ରୀ ଥିଲେ । ବସ୍ ଟି କାଠମାଣ୍ଡୁରୁ ତୀର୍ଥଯାତ୍ରୀଙ୍କୁ ନେଇ ଜନକପୁରକୁ ଯାଉଥିଲା । ସେମାନଙ୍କ ମଧ୍ୟରୁ ଅଧିକାଂଶ ଯାତ୍ରୀ ଭାରତରୁ ଆସିଥିଲେ । ନିହତ ହୋଇଥିବା ସମସ୍ତଙ୍କୁ ଚିହ୍ନଟ କରାଯାଇଛି । ବସଟି ସକାଳ ୨.୦୦ ରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ