Masthead

୯ଟି ବଲରେ ଅର୍ଦ୍ଧଶତକ କରି ଯୁବରାଜଙ୍କ ରେକର୍ଡ ଭାଙ୍ଗିଲେ ଦୀପେନ୍ଦ୍ର ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସୀୟ କ୍ରୀଡ଼ା କ୍ରିକେଟରେ ଇତିହାସ ରଚିଲା ନବାଗତ ନେପାଳ । ଟି-୨୦ ଫର୍ମାଟରେ ରନ୍‌ ବର୍ଷା କରି ଏକାଧିକ ରେକର୍ଡ ଭାଙ୍ଗିଲା ନେପାଳ । ଟି-୨୦ରେ ଦ୍ରୁତତମ ଶତକ, ଦ୍ରୁତତମ ଅର୍ଦ୍ଧଶତକ, ସର୍ବାଧିକ ଦଳୀୟ ସ୍କୋର, ସର୍ବାଧିକ ରନ୍ ବ୍ୟବଧାନରେ ବିଜୟ, ସବୁ ରେକର୍ଡ ହୋଇଛି ନେପାଳ ଓ ମଙ୍ଗୋଲିଆ ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚରେ । ପ୍ରଥମେ ବ୍ୟାଟିଂ କରିଥିବା ନେପାଳର କୁଶଳ ମଲ୍ଲ ୩୪ ବଲରୁ ଶତକ ଅର୍ଜନ କରି ରେକର୍ଡ ସ୍ଥାପନ କରିଛନ୍ତି ।

ଟି-୨୦ ଇତିହାସରେ ପ୍ରଥମ ଦଳ ଭାବେ ୩୦୦ ରନ୍‌ ଟପିଲା ନେପାଳ। ଗୋଟିଏ ଇନିଂସରେ ୨୬ ଛକା ମଧ୍ୟ ସର୍ବାଧିକ ଛକାର ରେକର୍ଡ । ଦୀପେନ୍ଦ୍ର ୯ଟି ବଲରେ ଅର୍ଦ୍ଧଶତକ କରି ଯୁବରାଜଙ୍କ ରେକର୍ଡ ଭାଙ୍ଗିଲେ । ୩୪ଟି ବଲ୍‌ରେ ଶତକ ପୂରଣ କରି ରେକର୍ଡ କଲେ କୁଶଲ ମାଲା । ରୋହିତ ଶର୍ମା ଓ ଡେଭିଡ ମିଲରଙ୍କ ୩୫ ବଲ ଶତକ ରେକର୍ଡ ଭାଙ୍ଗିଲେ ମାଲା । ମଙ୍ଗୋଲିଆକୁ ୪୧ ରନ୍‌ରେ ଅଲଆଉଟ କରି ୨୭୪ ରନ୍‌ରେ ଜିତିଲା ଜିତିଲା ନେପାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ