Masthead

ବସ୍ ଟର୍ମିନାଲ ଉଦଘାଟନକୁ ଯିବେନି ମହମ୍ମଦ ମୋକିମ

କଟକ(ବଡ଼ ଖବର ବ୍ୟୁରୋ): ବସ୍ ଟର୍ମିନାଲ ଉଦଘାଟନକୁ ଯିବେନି ବାରବାଟୀ ବିଧାୟକ ମହମ୍ମଦ ମୋକିମ । ଧାରଣାରେ ବସିଲେ କଂଗ୍ରେସ କର୍ପୋରେଟର । କାମ ନସରି ତରବରିଆ ଭାବେ ଉଦଘାଟନ କରାଯିବାକୁ ବିରୋଧ କରାଯାଇଛି କଟକ ସହରବାସୀଙ୍କ ସ୍ୱାର୍ଥକୁ ଉପେକ୍ଷା କରାଯାଇଛି । ଓଡ଼ିଆ ଠିକାଦାରଙ୍କ ବଦଳରେ ଅଣଓଡ଼ିଆ ଠିକାଦାରଙ୍କୁ କାମ ଦିଆଯାଇଛି । କିଛି କାମ ଏବେ ଯାଏଁ ଶେଷ ହୋଇନାହିଁ କେମିତି ଉଦଘାଟନ କରିବାକୁ ମୁଖ୍ୟମନ୍ତ୍ରୀ ଆସୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି । ଏହି କର୍ୟ୍ୟକ୍ରମକୁ ସେ ବର୍ଜନ କରିବେ ବୋଲି ମଧ୍ୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି