Masthead

ଦୁଇ ଏସ୍ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଏସ୍ପିଙ୍କ ନୂଆ ନିଯୁକ୍ତି । ନିର୍ବାଚନ କମିଶନ ରାଜ୍ୟରେ ଦୁଇ ଏସ୍ପିଙ୍କ ନିଯୁକ୍ତିକୁ ଅନୁମତି ଦେଇଛନ୍ତି । ଏଥି ଅନୁଯାୟୀ, ସାର୍ଥକ ଷଡଙ୍ଗୀଙ୍କୁ ବ୍ରହ୍ମପୁର ଏସ୍ପି ଭାବେ ନିଯୁକ୍ତି ମିଳିଛି । ସେହିଭଳି ଅବିନାଶ ମିଶ୍ରଙ୍କୁ ଖୋର୍ଦ୍ଧା ଏସ୍ପି ଭାବେ ନିଯୁକ୍ତି ମିଳିଛି । ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ଗତ ୨ ତାରିଖରେ ନିର୍ବାଚନ କମିଶନ ରାଜ୍ୟର ଦୁଇ ଜିଲ୍ଲାପାଳ ଓ ୫ ଜଣ ଏସ୍ପିଙ୍କ ବଦଳି ପାଇଁ ନିର୍ଦ୍ଦେଶ ଜାରି କରିଥିଲେ ।

ତୁରନ୍ତ ନିଯୁକ୍ତି ପାଇଁ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଖାଲି ଥିବା ପଦବୀ ମଧ୍ୟରୁ ୨ ଏସ୍ପି ପଦବୀ ଆଜି ପୂରଣ ହୋଇଛି । ଏହି ୨ ଅଧିକାରୀଙ୍କୁ ବ୍ରହ୍ମପୁର ଓ ଖୋର୍ଦ୍ଧା ଏସ୍ପି ଭାବେ ଦାୟିତ୍ୱ ମିଳିଛି । ଆଇପିଏସ୍ ସାର୍ଥକ ଷଡଙ୍ଗୀଙ୍କୁ ବ୍ରହ୍ମପୁର ଏସ୍ପି ଭାବେ ନିଯୁକ୍ତି ମିଳିଛି । ସେହିଭଳି ଆଇପିଏସ୍ ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ଏସ୍ପି ଭାବେ ନିଯୁକ୍ତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ