Masthead

ଦୁଇ ଏସ୍ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଏସ୍ପିଙ୍କ ନୂଆ ନିଯୁକ୍ତି । ନିର୍ବାଚନ କମିଶନ ରାଜ୍ୟରେ ଦୁଇ ଏସ୍ପିଙ୍କ ନିଯୁକ୍ତିକୁ ଅନୁମତି ଦେଇଛନ୍ତି । ଏଥି ଅନୁଯାୟୀ, ସାର୍ଥକ ଷଡଙ୍ଗୀଙ୍କୁ ବ୍ରହ୍ମପୁର ଏସ୍ପି ଭାବେ ନିଯୁକ୍ତି ମିଳିଛି । ସେହିଭଳି ଅବିନାଶ ମିଶ୍ରଙ୍କୁ ଖୋର୍ଦ୍ଧା ଏସ୍ପି ଭାବେ ନିଯୁକ୍ତି ମିଳିଛି । ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ଗତ ୨ ତାରିଖରେ ନିର୍ବାଚନ କମିଶନ ରାଜ୍ୟର ଦୁଇ ଜିଲ୍ଲାପାଳ ଓ ୫ ଜଣ ଏସ୍ପିଙ୍କ ବଦଳି ପାଇଁ ନିର୍ଦ୍ଦେଶ ଜାରି କରିଥିଲେ ।

ତୁରନ୍ତ ନିଯୁକ୍ତି ପାଇଁ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଖାଲି ଥିବା ପଦବୀ ମଧ୍ୟରୁ ୨ ଏସ୍ପି ପଦବୀ ଆଜି ପୂରଣ ହୋଇଛି । ଏହି ୨ ଅଧିକାରୀଙ୍କୁ ବ୍ରହ୍ମପୁର ଓ ଖୋର୍ଦ୍ଧା ଏସ୍ପି ଭାବେ ଦାୟିତ୍ୱ ମିଳିଛି । ଆଇପିଏସ୍ ସାର୍ଥକ ଷଡଙ୍ଗୀଙ୍କୁ ବ୍ରହ୍ମପୁର ଏସ୍ପି ଭାବେ ନିଯୁକ୍ତି ମିଳିଛି । ସେହିଭଳି ଆଇପିଏସ୍ ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ଏସ୍ପି ଭାବେ ନିଯୁକ୍ତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ