Masthead

କାଗଜ ଖୋଳରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ବସ୍ତା, (ବଡ଼ ଖବର ବ୍ୟୁରୋ): କାଗଜ ଖୋଳରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର। ବାଲେଶ୍ୱର ଜିଲ୍ଲା ବସ୍ତା-ବାଲିଆପାଳ ରାସ୍ତାର ପେଜଗଳା ସେତୁ ନିକଟରୁ ଏକ କାଗଜ ଖୋଳ ଭିତରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର କିରିଛି ବସ୍ତା ପୋଲିସ। ଶିଶୁଟିର ମୁଣ୍ଡରେ ଆଘାତ ଲାଗିଥିବା ବେଳେ କିଏ ଓ କାହିଁକି ତାକୁ ଏଠାରେ ଫୋପାଡ଼ି ଦେଇଛି, ତାହା ଜଣାପଡ଼ି ନାହିଁ। ପୋଲିସ ଏହାର ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ