Masthead

ନୂତନ ବସଷ୍ଚାଣ୍ଡ ଉଦଘାଟିତ

ଘସିପୁରା (ବଡ଼ ଖବର ବ୍ୟୁରୋ):  ନୂତନ ବସଷ୍ଚାଣ୍ଡ ଉଦଘାଟିତ। ଓଡ଼ିଶାରେ ମୋଟ ୧୩ଟି ଜିଲ୍ଲାରୁ ୨୧ବସଷ୍ଟାଣ୍ଡ ଭରଚୁଆଲ ମୋଡ଼ରେ ଉଦଘାଟିତ ହୋଇଛି । ସେହି କ୍ରମରେ କେନ୍ଦୁଝର ଜିଲ୍ଲା ନୂତନ ଘସିପୁରା ବସଷ୍ଟାଣ୍ଡକୁ ଭରର୍ଚୁଆଲ ମୋଡରେ ଉଦଘାଟିତ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ଉପ ଜିଲ୍ଲାପାଳ ଅନିଲ କୁମାର ସେଠୀ,ଘସିପୁରା ବିଡିଓ ଅସିତ ମହାନ୍ତି, ଯୁବନେତା ଦେବାଶିଷ ପାତ୍ର, ଓ ବହୁ ବ୍ୟକ୍ତି ବିଶେଷ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ