Masthead

ସାଇଁକୂଳ ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ଟ୍ରକ ମାଲିକ ସଂଘ ପକ୍ଷରୁ ନୂତନ କ୍ୟାବିନ୍ ଉଦଘାଟିତ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଳକ ସାଇଁକୂଳ ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ଜିଲ୍ଲା ଟ୍ରକ ମାଲିକ ସଂଘ ପକ୍ଷରୁ ନିର୍ମିତ ହୋଇଥିବା ନୂତନ କ୍ୟାବିନ ଶୁଭ ଉଦଘାଟିତ ହୋଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ସ୍ୱତନ୍ତ୍ର ଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଫିତା କାଟି ଉଦଘାଟିତ କରିଥିଲେ । ଜିଲ୍ଲା ଟ୍ରକ୍ ମାଲିକ ସଂଘ ସଭାପତି ରମାକାନ୍ତ ନାୟକ, ଉପ ସଭାପତି ଦିଲ୍ଲୀପ କୁମାର ପଣ୍ଡା, ସମ୍ପାଦକ ସୂର୍ୟ୍ୟ ନାରାୟଣ କର,ସହ ସମ୍ପାଦକ ଦେବାଶିଷ ପଟ୍ଟନାୟକ, ଯୁବନେତା ଦେବଦତ୍ତ ନାୟକ ଙ୍କ ସମେତ ବହୁ ଟ୍ରକ୍ ମାଲିକ ସଂଘର ସଦସ୍ୟ ଉପସ୍ଥିତ ଥିଲେ। ଏହି ଭଳି ଏକ ମହତ କାର୍ୟ୍ୟକୁ ଅତିଥିମାନେ ପ୍ରଶଂସା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା