Before Header

ଓଡ଼ିଶା ହାଇକୋର୍ଟଙ୍କୁ ମିଳିବ ନୂଆ ମୁଖ୍ୟ ବିଚାରପତି

0 79

କଟକ(ବଡ଼ ଖବର ବ୍ୟୁରୋ): ଓଡ଼ିଶା ହାଇକୋର୍ଟଙ୍କୁ ମିଳିବେ ନୂଆ ମୁଖ୍ୟ ବିଚାରପତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ମୁଖ୍ୟ ବିଚାରପତି । ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ । ଆସନ୍ତା ମାସରେ ଅବସର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୁରଲୀଧର ।

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିଲା ।

Leave A Reply

Your email address will not be published.