Masthead

ଦେଶର ୪ଟି ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କୁୁ ନିଯୁକ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ୪ଟି ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କୁୁ ନିଯୁକ୍ତି । ରବିବାର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପରେ ୪ଟି ହାଇକୋର୍ଟରେ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଛି । ଗୌହାଟୀ, ତ୍ରିପୁରା,ଜାମ୍ମୁ କାଶ୍ମୀର ଓ ଗୁଜୁରାଟ ହାଇକୋର୍ଟରେ ନିଯୁକ୍ତ ହୋଇଛନ୍ତି ନୂଆ ମୁଖ୍ୟ ବିଚାରପତି । ଗୁଜୁରାଟ ହାଇକୋର୍ଟ ବିଚାରପତି ସୋନିଆ ଗିରିଧର ଗୋକାନୀଙ୍କୁ ଗୁଜୁରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି । ଗୁଜୁରାଟ ହାଇକୋର୍ଟରେ ଜଷ୍ଟିସ୍ ଗୋକାନୀ ପ୍ରଥମ ମହିଳା ଭାବେ ନିଯୁକ୍ତ ପାଇଛନ୍ତି ।

ରାଜସ୍ଥାନ ହାଇକୋର୍ଟର ବିଚାରପତି ସନ୍ଦୀପ ମେହେଟ୍ଟାଙ୍କୁ ଗୌହାଟୀ ହାଇକୋର୍ଟରେ ନିଯୁକ୍ତି, ଓଡ଼ିଶା ହାଇକୋର୍ଟ ବିଚାରପତି ଯଶୱନ୍ତ ସିଂହଙ୍କୁ ତ୍ରିପୁରା ହାଇକୋର୍ଟରେ ମୁଖ୍ୟ ବିଚାରପତିଭ ଭାବେ ନିଯୁକ୍ତି କରାଯାଇଛି । ଗୌହାଟୀ ହାଇକୋର୍ଟ ବିଚାରପତି ଏନ.କୋଟିଶ୍ୱର ସିଂହଙ୍କୁ ଜାମ୍ମୁ କାଶ୍ମୀର-ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରାଯାଇଥିବା ନେଇ କେନ୍ଦ୍ର ଆଇନମନ୍ତ୍ରୀ କିରଣ ରିଜୁଜି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ