Masthead

ଭୁବନେଶ୍ୱରରେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଛନ୍ତି ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବ ଭାବରେ ନାମ ଘୋଷଣା ପରେ ଓଡ଼ିଶା ଫେରିଛନ୍ତି ମନୋଜ ।ସେପଟେ ଆଜି ସରୁଛି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ । ଆଜି ଅପରାହ୍ନରେ ନୂଆ ମୁଖ୍ୟ ସଚିବ ଭାବରେ ଦାୟିତ୍ଵ ଗ୍ରହଣ କରିପାରନ୍ତି ମନୋଜ ଆହୁଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ