Masthead

ନନ୍ଦନକାନନରେ ନୂଆ ଅତିଥି

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : ନନ୍ଦନକାନନ ପ୍ରାଣୀଉଦ୍ୟାନରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥିବା ମଣିପୁରୀ ହରିଣ ଆଜି ଏକ ସାବକକୁ ଜନ୍ମ ଦେଇଛି । ଜନ୍ମ ଦେବା ପରେ ମା ଓ ଛୁଆ ସୁସ୍ଥଥିବା କର୍ତ୍ତ୍ୟୁପକ୍ଷ କହିଛନ୍ତି । ମଣିପୁରୀ ହରିଣ ଖୁଆଡରେ ଆଜି ଅପରାହ୍ନରେ ଜନ୍ତୁ ରକ୍ଷକ ଖାଦ୍ୟ ଖାଇବାକୁ ଦେଉଥିବା ବେଳେ ଏକ ଶାବକ ତା’ର ମା ନିକଟରେ ବୁଲୁଥିବା ଦେଖିବା ପାଇଥିଲେ । ପରେ ସେ ନନ୍ଦନକାନନ କର୍ତ୍ତ୍ୟୁପକ୍ଷଙ୍କୁ ସୂଚନା ଦେଇଥିଲେ । ଏକ ଡାକ୍ତରୀ ଟିମ ଖୁଆଡ଼ ନିକଟରେ ପହଞ୍ଚି ଜନ୍ମିତ ଛୁଆ ଓ ମାଙ୍କ ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିଥିଲେ । ସେପଟେ ମଣିପୁରୀ ହରିଣ ଏକ ବିରଳ ପ୍ରଜାତିର ତୃଣଭୋଜି ପ୍ରାଣୀ ହୋଇଥିବାରୁ ଏମାନଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ସଦାସର୍ବଦା ଗୁରୁତ୍ୱ ଦିଆଯାଉଛି । ବର୍ତ୍ତମାନ ନନ୍ଦନକାନନ ପ୍ରାଣୀଉଦ୍ୟନରେ ଜନ୍ମିତ ମଣିପୁରୀ ହରିଣକୁ ମିଶାଇ ମଣିପୁରୀ ହରିଣ ସଂଖ୍ୟା ୧୪କୁ ବୃଦ୍ଧିପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି