Masthead

ନନ୍ଦନକାନନରେ ନୂଆ ଅତିଥି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନନ୍ଦନକାନନରେ ନୂଆ ଅତିଥି । ଗୟଳ ଶାବକ ଜନ୍ମ । ନନ୍ଦନକାନନ ପାଇଁ ଖୁସି ଖବର। ଆଜି ସକାଳେ ନନ୍ଦନକାନଙ୍କୁ ଆସିଛି ଏକ ନୂଆ ଅତିଥି। ପ୍ରାଣୀ ଉଦ୍ୟନର ଖୁଆଡ ନଂ ୧୦୨ ରେ ରହୁଥିବା ଗୟଳ ଏକ ଶାବକକୁ ଜନ୍ମ ଦେଇଛି। ମାଆ ଛୁଆ ସୁସ୍ଥ ଅଛନ୍ତି ବୋଲି ନନ୍ଦନକାନନ ଉପ-ନିର୍ଦେଶକ ସଞିବ କୁମାର ସୂଚନା ଦେଇଛନ୍ତି। ନବଜାତକକୁ ମିଶାଇ ନନ୍ଦନକାନନରେ ଗୟଳ ସଂଖ୍ୟା ୬ କୁ ବୃଦ୍ଧି ପାଇଛି। ପୂର୍ବରୁ ତିନୋଟି ଅଣ୍ଡିରା ଓ ଦୁଇଟି ମାଇ ଗୟଳ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି