Masthead

ନନ୍ଦନକାନନରେ ନୂଆ ଅତିଥି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆଜି ଏକ ନୂଆ ଅତିଥିର ଆଗମନ ହୋଇଛି। ୩୬ ନମ୍ବର ଖୁଆଡ଼ରେ ରହି ପର୍ୟ୍ୟଟକଙ୍କୁ ଆକର୍ଷଣର ଖୋରାକ ଯୋଗାଉଥିବା ଏକ ମଣିପୁରୀ ହରିଣ ଗୋଟିଏ ଶାବକକୁ ଜନ୍ମ ଦେଇଛି । ନନ୍ଦନକାନନରେ ଏହି ସାବକର ଜନ୍ମ ପରେ ମଣିପୁରୀ ହରିଣଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ସେଥି ମଧ୍ୟରୁ ୬ ଅଣ୍ଡିରା, ୫ ମାଈ ଥିବା ବେଳେ ୫ ଟି ଲିଙ୍ଗ ନିରୂପଣ ହୋଇନଥିବା ନନ୍ଦନକାନ ଉପ ନିର୍ଦେଶକ ବିମଳ ପ୍ରସନ୍ନ ଆଚାର୍ୟ୍ୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ