Masthead

ନନ୍ଦନକାନନରେ ନୂଆ ଅତିଥି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆଜି ଏକ ନୂଆ ଅତିଥିର ଆଗମନ ହୋଇଛି। ୩୬ ନମ୍ବର ଖୁଆଡ଼ରେ ରହି ପର୍ୟ୍ୟଟକଙ୍କୁ ଆକର୍ଷଣର ଖୋରାକ ଯୋଗାଉଥିବା ଏକ ମଣିପୁରୀ ହରିଣ ଗୋଟିଏ ଶାବକକୁ ଜନ୍ମ ଦେଇଛି । ନନ୍ଦନକାନନରେ ଏହି ସାବକର ଜନ୍ମ ପରେ ମଣିପୁରୀ ହରିଣଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ସେଥି ମଧ୍ୟରୁ ୬ ଅଣ୍ଡିରା, ୫ ମାଈ ଥିବା ବେଳେ ୫ ଟି ଲିଙ୍ଗ ନିରୂପଣ ହୋଇନଥିବା ନନ୍ଦନକାନ ଉପ ନିର୍ଦେଶକ ବିମଳ ପ୍ରସନ୍ନ ଆଚାର୍ୟ୍ୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା