Masthead

ପାର୍ବଣ ଋତୁ ପାଇଁ ନୂଆ ଗାଇଡଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାର୍ବଣ ଋତୁ ପାଇଁ ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍ । ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜା ହେବ କିନ୍ତୁ ମଣ୍ଡପକୁ ଆସିବେନି ଶ୍ରଦ୍ଧାଳୁ । ବିଭିନ୍ନ ମଣ୍ଡପରେ ସରକାରଙ୍କ ଅନୁମତି ନେଇ ପୂଜା କରିପାରିବେ । ପୂଜା ପେଣ୍ଡାଲର ୩ପାଖ ଆବଦ୍ଧ ରହିବ । ମଣ୍ଡପରେ ପୂଜକ, ଆୟାଜକ ଓ କର୍ତ୍ତାଙ୍କୁ ମିଶାଇ ୭ରୁ ଅଧିକ ଲୋକ ରହିପାରିବେନି । ପୂଜା ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି ।

ମଣ୍ଡପରେ ମୂର୍ତ୍ତିର ଉଚ୍ଚତା ୪ଫୁଟ୍ରୁ କମ୍ ରହିବ । ବିସର୍ଜନ ଶୋଭାଯାତ୍ରା ମଧ୍ୟ ହୋଇପାରିବନି । ପୂଜା ପାର୍ବଣରେ ଭୋଜିଭାତ ମନା । ଜାରି ହୋଇଥିବା କଟକଣା ଉଲଂଘନ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ । କେବଳ ପରମ୍ପରା ରକ୍ଷା ପାଇଁ ନିରାଡମ୍ବର ଭାବେ ପୂଜା କରାଯିବ । ଏନେଇ ଏସଆରସିଙ୍କ ପକ୍ଷରୁ ଜାରି ହୋଇଛି ଗାଇଡଲାଇନ୍ । ସେହିପରି ସ୍କୁଲରେ ମଧ୍ୟ କମ୍ ପିଲାରେ ଗଣେଶ ପୂଜା ଆୟାଜନ ହେବ । ସମସ୍ତ କୋଭିଡ ନିୟମ ମାନି ହେବ ଗଣେଷ ପୂଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ