Masthead

ଆଜି ଆସିପାରେ ନୂଆ ଗାଇଡଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଆସିପାରେ ସେପ୍ଟେମ୍ବର ମାସ ପାଇଁ ନୂଆ ଗାଇଡଲାଇନ । ଅଗଷ୍ଟମାସ ଗାଇଡଲାଇନ ସମୟ ଶେଷ ହେବାକୁ ଯାଉଥିବା ବେଳେ ସପ୍ତାହାନ୍ତ ସଟଡାଉନ ହଟାଇବା ପାଇଁ ଦାବି ହେଉଛି । କରୋନା କଟକଣା ଯୋଗୁଁ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ କଟକଣା କୋହଳ କରିବାକୁ ଦାବି କରାଯାଉଛି ।

ଆଗକୁ ପାର୍ବଣ ଋତୁ ଆସୁଥିବାରୁ କେନ୍ଦ୍ର ସରକାର ଗାଇଡ ଲାଇନ ଜାରି କରି ସାରିଛନ୍ତି । ବିଭିନ୍ନ ସ୍ଥାନରେ ଜନଗହଳି ଯେପରି ନ ହୁଏ, ସେଥିପ୍ରତି ସତର୍କ ରହିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ପ୍ରତିହତ କରିବାକୁ ଏହାର ଆବଶ୍ୟକତା ରହିଛି ବୋଲି ବିଶେଷଜ୍ଞମାନେ ମଧ୍ୟ ମତ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ