ଆଜି ଆସିପାରେ ନୂଆ ଗାଇଡଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଆସିପାରେ ସେପ୍ଟେମ୍ବର ମାସ ପାଇଁ ନୂଆ ଗାଇଡଲାଇନ । ଅଗଷ୍ଟମାସ ଗାଇଡଲାଇନ ସମୟ ଶେଷ ହେବାକୁ ଯାଉଥିବା ବେଳେ ସପ୍ତାହାନ୍ତ ସଟଡାଉନ ହଟାଇବା ପାଇଁ ଦାବି ହେଉଛି । କରୋନା କଟକଣା ଯୋଗୁଁ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ କଟକଣା କୋହଳ କରିବାକୁ ଦାବି କରାଯାଉଛି ।

ଆଗକୁ ପାର୍ବଣ ଋତୁ ଆସୁଥିବାରୁ କେନ୍ଦ୍ର ସରକାର ଗାଇଡ ଲାଇନ ଜାରି କରି ସାରିଛନ୍ତି । ବିଭିନ୍ନ ସ୍ଥାନରେ ଜନଗହଳି ଯେପରି ନ ହୁଏ, ସେଥିପ୍ରତି ସତର୍କ ରହିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ପ୍ରତିହତ କରିବାକୁ ଏହାର ଆବଶ୍ୟକତା ରହିଛି ବୋଲି ବିଶେଷଜ୍ଞମାନେ ମଧ୍ୟ ମତ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’