Masthead

ଜେଏନୟୁରେ ଧାରଣା ମନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଏନୟୁ ପାଇଁ ନୂଆ ନିୟମ । ଏଥର ଆନେ୍ଦାଳନ, ଧାରଣା ଓ ବିକ୍ଷୋଭ କଲେ ଦେବାକୁ ପଡିବ ଫାଇନ୍ । ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟରେ ଧାରଣା ମନା । ଧାରଣା ଦେଲେ ପିଲାଙ୍କୁ ୨୦,୦୦୦ ଟଙ୍କା ଜରିମାନା ସହ ଆଡମିଶନ ମଧ୍ୟ ବାତିଲ କରାଯାଇପାରେ। ସେହିପରି ହିଂସାକାଣ୍ଡ ଘଟାଇଲେ ୩୦,୦୦୦ ଟଙ୍କା ପର୍ୟ୍ୟନ୍ତ ଜରିମାନା ହୋଇପାରେ।

ଜେଏନୟୁରେ ବାରମ୍ବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଧାରଣା ଓ ଆନ୍ଦୋଳନ କରାଯାଉଥିବାରୁ ଏହାକୁ ରୋକିବା ପାଇଁ ବିଶ୍ୱବିଦ୍ୟାଳୟ ପ୍ରଶାସନ କଠୋର ନିୟମ ଆଣିଛନ୍ତି। ଯାହାକୁ ନେଇ ବିବାଦ ମଧ୍ୟ ଉପୁଜିଛି। କଲେଜରେ ଶୃଙ୍ଖଳା ଏବଂ ଅନୁଶାସନ ଏବଂ ଛାତ୍ରଛାତ୍ରୀଙ୍କର ସଠିକ୍‌ ଆଚରଣ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ୧୦ ପୃଷ୍ଟାର ଅନୁଶାସନ ନିୟମ ପ୍ରଣୟନ କରାଯାଇଛି। ଏଥିରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ଥିର ହୋଇଥିବା ନିୟମକୁ ଉଲ୍ଲଂଘନ କଲେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ