Masthead

ବିଜେଡିର ନୂଆ ପ୍ରାର୍ଥୀ ତାଲିକା ଘୋଷଣାକଲେ ନବୀନ, ବାଲେଶ୍ବରରୁ ଲେଖାଶ୍ରୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନ ପାଇଁ ଆଜି ବିଜେଡି ତାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ବାଲେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ବିଜେପି ଛାଡି ବିଜେପିରେ ଯୋଗ ଦେଇଥିବା ଲେଖାଶ୍ରୀ ସାମନ୍ତ ସିଂହାରଙ୍କୁ ଦଳ ପ୍ରାର୍ଥୀ କରିଛି ।

ସେହିପରି ଆଉ ୯ ବିଧାନସଭା ପ୍ରାର୍ଥୀ ମଧ୍ୟ ଘୋଷଣା କଲା ବିଜେଡି । ଲକ୍ଷ୍ମୀପୁରରୁ ପ୍ରଭୁ ଜାନି, ପାରାଦୀପ- ଗୀତାଞ୍ଜଳି ରାଉତରାୟ, ସମ୍ବଲପୁର- ପ୍ରସନ୍ନ ଆଚାର୍ଯ୍ୟ, ରେଢ଼ାଖୋଲ- ରୋହିତ ପୂଜାରୀ, ତେଲକୋଇ- ମାଧବ ସର୍ଦ୍ଦାର, ତାଳଚେର- ବ୍ରଜ ପ୍ରଧାନ, ନର୍ଲା- ମନୋରମା ମହାନ୍ତି, ବାଲିଗୁଡ଼ା- ଚକ୍ରମଣି କହଁର, ଭୁବନେଶ୍ବର ମଧ୍ୟ- ଅନନ୍ତ ନାରାୟଣ ଜେନାଙ୍କୁ ପ୍ରାର୍ଥୀ କରିଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି