Masthead

ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ କଟକ ବାରବାଟୀ ବିଜେପିର ନୂଆ ରଣନୀତି

କଟକ (ବଡ଼ ଖବର ବ୍ୟୁରୋ): ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ କଟକ ବାରବାଟୀ ବିଜେପି ଦଳର ନୂଆ ରଣନୀତି । ଗଣତାନ୍ତ୍ରିକ ପଦ୍ଧତିରେ ରେ ଗୋଟିଏ ଭୋଟର ର ଭୂମିକା ଗୁରୁତ୍ୱପୂର୍ଣ୍ଣ । ତେବେ ଟଙ୍କା ନେଇ ମୁଣ୍ଡ ବିକା ଭୋଟର ପ୍ରଥା ଦୂର କରିବା ସହ ସଚେତନଶୀଳ ଭୋଟର ତିଆରି କରିବା ଉଦ୍ଦେଶ୍ୟରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆରମ୍ଭ ହୋଇଛି ” ଭୋଟର ସଚେତନତା ମହା ଅଭିଯାନ” । ତେବେ ଏହି ପରିପ୍ରେକ୍ଷୀରେ ବିଭିନ୍ନ ମଣ୍ଡଳ ସ୍ତରରୁ କର୍ମୀମାନେ ଯୋଗଦେଇ ଥିଲେ । ତେବେ ଆଗାମୀ ଦିନରେ ତିନୋଟି ନିର୍ବାଚନ ମଣ୍ଡଳୀରେ ନିଜର ସ୍ଥିତିକୁ ସୁଧାରିବାକୁ ତୃଣମୂଳ ସ୍ତରରୁ ବିଜେପି ପ୍ରୟାସ କରୁଛି ବୋଲି ନଗର ସଭାପତି ଲଲାତେନ୍ଦୁ ବଡୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ