Masthead

ବିଜେପି କାର୍ଯ୍ୟାଳୟରେ ନୂଆ ସଭାପତି

ଭୁବନେଶ୍ୱରେ (ବଡ଼ ଖବର ବ୍ୟୁରୋ):ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆ ସଭାପତି ମନମୋହନ ସାମଲ । ଅପରାହ୍ନରେ ମନମୋହନ ସାମଲଙ୍କୁ ବିଜେପି ପକ୍ଷରୁ ଆୟୋଜିତ ସମାରୋହରେ ସମ୍ବର୍ଦ୍ଧନା ଦିଆଯାଇଛି । ତାଙ୍କୁ ସ୍ୱାଗତ କରିବା ପାଇଁ ଭୁବନେଶ୍ୱରେ ବିଜେପି ବିଶାଳ ରାଲିର ଆୟୋଜନ ହୋଇଥିଲା । ଏଥିରେ ଶହ ଶହ କର୍ମୀ ଓ ନେତୃମଣ୍ଡଳୀ ରାମ ମନ୍ଦିର ଛକରେ ଏକତ୍ରିତ ହେଇଥିଲେ।

ଏହା ପୂର୍ବରୁ ଭଦ୍ରକରୁ ଆସିବା ବାଟରେ ବିଭିନ୍ନ ସ୍ଥାନରେ ଦଳୀୟ କର୍ମୀମାନେ ସ୍ୱାଗତ ଜଣାଇଥିଲେ । ଭୁବନେଶ୍ୱର ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ପ୍ରଭାରୀ ଡି ପୁରନ୍ଦେଶ୍ବରୀ, ଜୁଏଲ ଓରାମ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ସଂଗୀତା ସିଂହଦେଓ, ପ୍ରତାପ ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, କନକବର୍ଦ୍ଧନ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା