Masthead

ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଏସଓପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟ ସରକାର ଜାରି କଲେ ଏସଓପି । ଭୁବନେଶ୍ୱର ବିମାନ ବନ୍ଦରରେ କାର୍ଯ୍ୟକାରୀ ହେବ ଏହି ନୂଆ ଏସଓପି । କୋଭିଡ ଲକ୍ଷଣ ଥିବା ୫୫ ବର୍ଷରୁ ଉଦ୍ଧ୍ୱର୍ ସମସ୍ତ ଯାତ୍ରୀଙ୍କ ଆଣ୍ଟିଜେନ୍ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଭୁବନେଶ୍ୱର ବିମାନ ବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟ ଏଭଳି ସୂଚନା ଦେଇଛନ୍ତି । ବିଦେଶ ଫେରନ୍ତା ଯାତ୍ରୀଙ୍କ ସମ୍ପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ବିମାନବନ୍ଦର ନିର୍ଦ୍ଦେଶକ ଦେଇଛନ୍ତି ନିର୍ଦ୍ଦେଶ । ବିମାନ ବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କୁ ଯାଞ୍ଚ କରାଯିବ । ବର୍ତ୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି । ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ ଟି ବିମାନ ଭୁବନେଶ୍ୱରରୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ