Masthead

ଜଗା ଦର୍ଶନକୁ ନେଇ ଆସିପାରେ ନୂଆ ଏସଓପି

ପୁରୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସଂକ୍ରମିତଙ୍କ ସଂଖ୍ୟା କମିବା ସହିତ ମୃତ୍ୟୁ ସଖ୍ୟା ମଧ୍ୟ କମିବାରେ ଲାଗିଛି । ଯାହା ଦ୍ୱାରା ସମସ୍ତ ଧର୍ମାନୁଷ୍ଠାନ ଖୋଲାଯାଇଛି । ଭକ୍ତମାନେ କୋଭିଡ ଗାଇଡ ଲାଇନ ମାନି ଠାକୁରଙ୍କୁ ଦର୍ଶନ କରୁଛନ୍ତି । କିନ୍ତୁ ଶ୍ରୀମନ୍ଦିର ଦର୍ଶନକୁ ନେଇ ଆଜି ଜାରି ହେବ ନୂଆ ଏସଓପି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ସପ୍ତାହାନ୍ତ ସଟଡାଉନ ହଟିଥିବାରୁ ଶନିବାର ରବିବାର ଜଗା ଦର୍ଶନ ପାଇଁ ମିଳିପାରେ ଅନୁମତି । ଦର୍ଶନ ସମୟ ମଧ୍ୟ ପରିବର୍ତ୍ତନ ହୋଇପାରେ । ଦର୍ଶନ ସମୟରେ ମଧ୍ୟ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ସଂଧ୍ୟା ୭ଟା ବଦଳରେ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ