ଜଗା ଦର୍ଶନକୁ ନେଇ ଆସିପାରେ ନୂଆ ଏସଓପି

ପୁରୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସଂକ୍ରମିତଙ୍କ ସଂଖ୍ୟା କମିବା ସହିତ ମୃତ୍ୟୁ ସଖ୍ୟା ମଧ୍ୟ କମିବାରେ ଲାଗିଛି । ଯାହା ଦ୍ୱାରା ସମସ୍ତ ଧର୍ମାନୁଷ୍ଠାନ ଖୋଲାଯାଇଛି । ଭକ୍ତମାନେ କୋଭିଡ ଗାଇଡ ଲାଇନ ମାନି ଠାକୁରଙ୍କୁ ଦର୍ଶନ କରୁଛନ୍ତି । କିନ୍ତୁ ଶ୍ରୀମନ୍ଦିର ଦର୍ଶନକୁ ନେଇ ଆଜି ଜାରି ହେବ ନୂଆ ଏସଓପି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ସପ୍ତାହାନ୍ତ ସଟଡାଉନ ହଟିଥିବାରୁ ଶନିବାର ରବିବାର ଜଗା ଦର୍ଶନ ପାଇଁ ମିଳିପାରେ ଅନୁମତି । ଦର୍ଶନ ସମୟ ମଧ୍ୟ ପରିବର୍ତ୍ତନ ହୋଇପାରେ । ଦର୍ଶନ ସମୟରେ ମଧ୍ୟ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ସଂଧ୍ୟା ୭ଟା ବଦଳରେ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’