Masthead

ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି: ପ୍ରଧାନମନ୍ତ୍ରୀ

ଚଣ୍ଡିଖୋଲ(ବଡ଼ ଖବର ବ୍ୟୁରୋ): ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବକ୍ତବ୍ୟ । ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି । ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ । ପୂର୍ବ ଯୋଜନାରେ ପ୍ରକଳ୍ପ ଠିକ୍‌ ସମୟରେ ସରୁନଥିଲା । ଆମ ସରକାର ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟରେ ସାରିବାକୁ ଗୁରୁତ୍ୱ ଦିଏ । ଆମ ସରକାର ପାରାଦୀପ ରିଫାଇନାରୀ କାମ ସାରିଥିଲା । ଓଡ଼ିଶାର ବିକାଶ ପାଇଁ ଆମେ ଗୁରୁତ୍ୱ ଦେଇଆସୁଛୁ । ଓଡ଼ିଶା ରେଳ ବଜେଟ ପ୍ରାୟ ୧୨ ଗୁଣା ବଢ଼ାଇଛୁ । ଗଂଜାମରେ ଲୁଣି ଜଳ ପ୍ରକ୍ରିୟାକରଣ ପ୍ଲାଣ୍ଟ ଶିଳାନ୍ୟାସ ହୋଇଛି । ଲୁଣି ଜଳକୁ ପାନୀୟ ଉପଯୋଗୀ ଜଳରେ ପରିଣତ କରାଯିବ । ଏହାଦ୍ୱାରା ଦୈନିକ ୫୦ ଲକ୍ଷ ଲିଟର ପାନୀୟ ଜଳ ମିଳିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ