Masthead

ଡିଆରଡିଓ ତଥ୍ୟ ଲିଙ୍କ ଘଟଣାରେ ନୂଆ ଟ୍ୱିଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଡିଆରଡିଓରୁ ଗୁପ୍ତ ତଥ୍ୟ ଲିକ୍ ଘଟଣାରେ ନୂଆ ଟ୍ୱିଷ୍ଟ ଦେଖିବାକୁ ମିଳିଛି । ତେବେ ଏହି ମାମଲାରେ ଆଉ ଜଣେ ମହିଳାଙ୍କ ଲିଙ୍କ ଥିବାର ସୂଚନା ମିଳିଛି । ଏହି ମାମଲାର ଚେର ମୁମ୍ବାଇ ପର୍ଯ୍ୟନ୍ତ ବ୍ୟାପିିଥିବାର କଥା ସାମ୍ନାକୁ ଆସିଛି ।

ଅନ୍ୟ ମହିଳା ଜଣଙ୍କ ଅଭିଯୁକ୍ତକୁ ଟଙ୍କା ପଠାଇବାକୁ କହିଥିଲେ । ସେପଟେ ୨ଟି ଆକାଉଣ୍ଟକୁ ପଠାଇଥିଲେ ୪୦ ହଜାର ଟଙ୍କା । ମୁମ୍ବାଇରେ ଟଙ୍କା ଡିପୋଜିଟ ହୋଇଥିଲା । ଅନ୍ୟପଟେ ତଦନ୍ତ ପାଇଁ ମୁମ୍ବାଇ ଯିବ କ୍ରାଇମବ୍ରାଞ୍ଚ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ