Masthead

ବିଟ୍ରେନକୁ ନୂଆ ଭାରିଆଣ୍ଟ ଚିନ୍ତା

ଲଣ୍ଡନ (ବଡ଼ ଖବର ବ୍ୟୁରୋ): ପୁଣି ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ । କରୋନାର ନୂଆ ଭାରିଆଣ୍ଟକୁ ନେଇ ଚିନ୍ତାରେ ଲୋକେ । ବର୍ତ୍ତମାନ ଏଭଳି କିଛି ଚିନ୍ତାଜନକ ଘଟଣା ବ୍ରିଟେନରେ ଦେଖିବାକୁ ମିଳିଛି । ସରକାରୀ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାର ଏହି ନୂଆ ଭାରିଆଣ୍ଟ ୨୨୩ ଜଣଙ୍କ ଜୀବନ ନେଇଥିବା ବେଳେ ଗୋଟିଏ ଦିନରେ ୪୩ ହଜାର ୭୩୮ ଜଣ କରୋନା ମହାମାରୀର ଶିକାର ହୋଇଥିବା ଜଣାପଡ଼ିଛି । ତେବେ ଏହି ସଂକ୍ରମଣ ପଛରେ ଥିବା ନୂଆ ଭାରିଆଣ୍ଟ ଏ.ୱାଇ୪.୨ ଦାୟୀ ବୋଲି କୁହାଯାଇଛି ।ସେପଟେ ଏହି ଭାରିଆଣ୍ଟକୁ ନେଇ ଭାରତରେ ମଧ୍ୟ ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ