Masthead

ପାନ, ଗୁଟଖା ଖାଇ ଲିଙ୍ଗରାଜ ମନ୍ଦିରକୁ ଯାଇ ପାରିବେନି ଭକ୍ତ ଓ ସେବାୟତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆବର୍ଷରୁ ଲିଙ୍ଗରାଜ ମନ୍ଦିରରେ ନୂଆ ନିୟମ । ସେବାୟତ ହୁଅନ୍ତୁ କି ଭକ୍ତ, ମନ୍ଦିର ପରିସରରେ କେହି ପାନ ଓ ଗୁଟଖା ଖାଇପାରିବେନି। ମନ୍ଦିର ଭିତରକୁ ପଲିଥିନ ଓ ପ୍ଲାଷ୍ଟିକ ଗ୍ଲାସ୍ ନେବା ବି ନିଷେଧ କରଯାଇଛି। ଏସବୁ ନିୟମକୁ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ଦେଇଛି ଲିଙ୍ଗରାଜ ମନ୍ଦିର ପ୍ରଶାସନ। ସେହିଭଳି ଲିଙ୍ଗରାଜଙ୍କ କୋଠ ଭୋଗ କେବଳ ଓମଫେଡ୍‌ରେ ପ୍ରସ୍ତୁତ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମିତି ସମ୍ପାଦକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା