Masthead

ଜଗା ଦର୍ଶନରୁ ଆରମ୍ଭ ନୂଆବର୍ଷ, ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ (ବଡ଼ ଖବର ବ୍ୟୁରୋ): ବଦଳି ଯାଇଛି କ୍ୟାଲେଣ୍ଡର । ସବୁଠି ଖୁସି । ସବୁଠି ଉତ୍ସାହ । ୨୦୨୩କୁ ବିଦାୟ ଦେଇ ୨୦୨୪କୁ ସମସ୍ତେ ସ୍ୱାଗତ କରିଛନ୍ତି । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ସମସ୍ତେ ଖୁସିରେ ସ୍ୱାଗତ କରିଛନ୍ତି ୨୦୨୪କୁ । ନୂଆବର୍ଷ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼। ସଜେଇ ହୋଇଛି ଶ୍ରୀମନ୍ଦିର । ଭିଡକୁ ଦୃଷ୍ଟିରେ ରଖି ରାତି ଗୋଟାଏରୁ ଚାଲିଛି ଜଗା ଦର୍ଶନ । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ ।

ରାତି ୧ଟାରେ ପହଡ଼ ଖୋଲିବା ପରେ ଚାଲିଛି ଶୃଙ୍ଖଳିତ ଦର୍ଶନ । ନୂଆବର୍ଷରେ ଶ୍ରୀମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ଶାଳୀନତାପୂର୍ଣ୍ଣ ବସ୍ତ୍ର ଉପରେ ଗୁରୁତ୍ୱ ସଯ ପାନ-ଗୁଟ୍‌ଖା ବ୍ୟାନ୍‌ କରାଯାଇଛି । ଆଉ ମହାପ୍ରଭୁଙ୍କ ଦର୍ଶନ ପାଇଁ ଧାଡିରେ ଯାଉଥିବା ଶ୍ରଦ୍ଧାଳୁ ଆଉ ହନ୍ତସନ୍ତ ହେବେ ନାହିଁ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ମାଣ ହୋଇଥିବା ଶୀତତାପ ନିୟନ୍ତ୍ରିତ ସେଡ୍ ବା ଏସି ଟନେଲ ଦେଇ ଯିବେ ଶ୍ରଦ୍ଧାଳୁ । ଶ୍ରଦ୍ଧାଳୁଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏସି ଟନେଲକୁ ସ୍ୱତନ୍ତ୍ର ଭାବେ ତିଆରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି