Masthead

ଟସ ଜିତି ବୋଲିଂ କରିବ ନ୍ୟୁଜିଲାଣ୍ଡ

ଦୁବାଇ(ବଡ଼ ଖବର ବ୍ୟୁରୋ): ଭାରତ ଓ ନ୍ୟୁଜିଲାଣ୍ଡ ଆଉ କିଛି ସମୟ ପରେ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଆଜିର ମ୍ୟାଚ ଉଭୟ ଦେଶ ପାଇଁ କର ବା ମର । ଅର୍ଥାତ ଉଭୟ ଦେଶ ନିଜର ପ୍ରଥମ ମ୍ୟାଚକୁ ହାରିଛନ୍ତି । ତେଣୁ ଆଜିର ମ୍ୟାଚକୁ ଜିତିବା ହିଁ ଉଭୟ ଦେଶଙ୍କର ମୂଳ ଲକ୍ଷ୍ୟ । ସେପଟେ କଲଟସ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ