Masthead

ଆଜି ଭାରତୀୟ ନୌସେନା ଦିବସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୧୯୭୧ ମସିହା ଯୁଦ୍ଧରେ ଭାରତୀୟ ନୌସେନାର ପରାକ୍ରମକୁ ମନେପକାଉଛି ସାରା ଦେଶ । ୧୯୭୧ ଡିସେମ୍ବରରେ ହୋଇଥିଲା ଭାରତ-ପାକିସ୍ତାନ ଯୁଦ୍ଧ । ଭାରତ-ପାକିସ୍ତାନ ସାମରିକ ବାହିନୀ ମୁହାଁମୁହିଁ ହେବାକୁ ଦୃଷ୍ଟିରେ ରଖି ନୌସେନା ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଥିଲା । ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡ କରାଚି ବନ୍ଦର ଉପରେ ଆକ୍ରମଣ କରିବାକୁ ଯୋଜନା କରାଯାଇଥିଲା । ଏହି ମିସନ ପାଇଁ ନାଭାଲ କମାଣ୍ଡ ଅଧୀନରେ ଏକ ଷ୍ଟ୍ରାଇକ ଗ୍ରୁପ ଗଠନ କରାଯାଇଥିଲା । ଡିସେମ୍ବର ୪ତାରିଖରେ ଆଇଏନଏସ ନିପାଟ ଦୁଇଟି କ୍ଷେପଣାସ୍ତ୍ର ଉତକ୍ଷେପଣ କରିଥିଲା । ଏଥିମଧ୍ୟରୁ ପ୍ରଥମଟି କରାଚି ବନ୍ଦରରେ ଥିବା ତେଲ ଟାଙ୍କି ଉପରେ ପଡ଼ି ଧ୍ୱଂସବିଧ୍ୱଂସ କରିଦେଇଥିଲା । ଅନ୍ୟପଟେ ଭାରତୀୟ ଟାସ୍କ ଗ୍ରୁପ ପାରସ୍ୟ ଉପସାଗରକୁ ପାକିସ୍ଥାନ ପର୍ଯ୍ୟନ୍ତ ସମୁଦ୍ର ମାର୍ଗ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରିଥିଲା । ଫଳରେ ବାଣିଜ୍ୟିକ ଯାତାୟତ ବନ୍ଦ ହୋଇଯାଇଥିଲା । ଫଳରେ ନୌସେନାର ଏପରି ପଦକ୍ଷେପକୁ ସ୍ମାରକୀ ପୂର୍ବକ ଡିସେମ୍ବର ୪କୁ ଭାରତୀୟ ନୌସେନା ଦିବସ ଭାବେ ପାଳନ କରାଯାଏ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ