Masthead

ନବ ନିର୍ବାଚିତ ବିଜେପି ସାଂସଦଙ୍କୁ ଦିଲ୍ଲୀ ଡାକରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବ ନିର୍ବାଚିତ ବିଜେପି ସାଂସଦଙ୍କୁ ଦିଲ୍ଲୀ ଡାକରା । ଆଜି ଦିଲ୍ଲୀ ଯିବେ ବିଜେପିର ୨୦ ସାଂସଦ । ଆସନ୍ତାକାଲି ବସିବ ବିଜେପିର ସଂସଦୀୟ ବୋର୍ଡ ବୈଠକ । ୮ରେ ମୋଦିଙ୍କ ଶପଥ ଉତ୍ସବରେ ମଧ୍ୟ ସାମିଲ୍ ହେବେ । କେନ୍ଦ୍ରୀୟ ନେତାଙ୍କୁ ଭେଟିବା କାର୍ଯ୍ରକ୍ରମ ମଧ୍ୟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ