Masthead

ଟ୍ରାକ୍ଟର ଧକ୍କାରେ ନବ ଦମ୍ପତି ମୃତ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଦାଉ ସାଜିଲା ଦଇବ । ସଡ଼କ ଦୁର୍ଘଟଣାରେ ନବ ଦମ୍ପତିଙ୍କ ମୃତ୍ୟୁ । ବିବାହ ପରେ ପ୍ରଥମଥର ପାଇଁ କନ୍ୟା ବାପା ଘରକୁ ଆସୁଥିବା ବେଳେ ସଡ଼କ ଦୁର୍ଘଟଣାରେ ଉଭୟ ଦମ୍ପତି ଆଖି ବୁଝିଛନ୍ତି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ବ୍ରହ୍ମପୁର ଜିଲ୍ଲାରେ। ଗତ ରାତିରେ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରରୁ ବ୍ରହ୍ମପୁର ଆସୁଥିବା ବେଳେ ଗୋଲାନ୍ଥରା ଥାନା ସମ୍ମୁଖରେ ଟ୍ରାକ୍ଟର ଧକ୍କାରେ ମୃତ୍ୟୁ ବରଣ କରିଛନ୍ତି ବ୍ରହ୍ମପୁରର ଝିଅ ସିଏଚ.ପ୍ରହେଳିକା ଓ ଇଚ୍ଛାପୁରର ଭେଣୁ। ଏନେଇ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଭୟଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ହେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା