Masthead

ଏବେଠୁ ହେଲାଣି ଟାଇଁ ଟାଇଁ ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେଠୁ ଏମିତି । ଆଗକୁ ହେବ କେମିତି । ଏବେଠୁ ତାତିରେ କଲବଲ ହେଲେଣି ଲୋକେ । ଫେବ୍ରୁଆରୀ ମାସ ଆରମ୍ଭରୁ ଅସମ୍ଭାଳ ତାତି । ଆଗକୁ ଆହୁରି ବଢ଼ିବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରିଛି ।

ରବିବାର ବଲାଙ୍ଗିରରେ ତାତି ୩୬.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ଟିଟିଲାଗଡ଼ରେ ୩୬, ପାରଳାଖେମୁଣ୍ଡିରେ ୩୫.୮, ଝାରସୁଗୁଡ଼ାରେ ୩୫.୬, ସମ୍ବଲପୁରରେ ୩୫.୧ ଓ ଭବାନୀପାଟଣାରେ ୩୫ ଡିଗ୍ରୀ ରେକର୍ଡ ହୋଇଛି । ଶନିବାର ଭୁବନେଶ୍ୱରରେ ତାତି ୩୩.୬ ଡିଗ୍ରୀ ଥିଲା । ରବିବାର ଏହା ୩୪.୯ ଡିଗ୍ରୀକୁ ବଢ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା