Masthead

୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ । ପାକ୍ ଗୁଇନ୍ଦାଙ୍କୁ ଖୋଜୁଛି ଏନଆଇଏ । ପାକିସ୍ତାନ ପାଇଁ ଗୁଇନ୍ଦାଗିରି ସନେ୍ଦହରେ ରେଡ୍ କରାଯାଉଛି । ସନେ୍ଦହଜନକ ବ୍ୟକ୍ତି ପାଇଁ ଆର୍ଥିକ କାରବାର କରିଥିଲେ । ଦେଶବିରୋଧୀ ତତ୍ତ୍ବଙ୍କୁ ଖୋଜି ବାହାର କରିବା ପାଇଁ ବଡ଼ ଅପରେସନ । ଜାତୀୟ ତଦନ୍ତ ସଂସ୍ଥା ପାକିସ୍ତାନ ପାଇଁ ଗୁଇନ୍ଦାଗିରି ମାମଲାରେ ୮ଟି ରାଜ୍ୟର ୧୫ଟି ସ୍ଥାନରେ ବଡ଼ ଧରଣର ତଲାସୀ ଅଭିଯାନ ଚଳାଇଛି ।

ଦିଲ୍ଲୀ, ମହାରାଷ୍ଟ୍ରର ମୁମ୍ବାଇ, ହରିୟାଣା, ଉତ୍ତରପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ଆସାମ ଏବଂ ପଶ୍ଚିମବଙ୍ଗରେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ ଚଢ଼ାଉ ଜାରି ରହିଛି । ଏହି ସମୟରେ ଅନେକ ଇଲେକ୍ଟ୍ରୋନିକ୍ ଉପକରଣ ଓ ସମ୍ବେଦନଶୀଳ ଦସ୍ତାବିଜ ଜବତ ହୋଇଛି । ତଲାସୀ କରାଯାଇଥିବା ସନ୍ଦିଗ୍ଧ ବ୍ୟକ୍ତିମାନଙ୍କର ପାକିସ୍ତାନୀ ଗୁଇନ୍ଦା ଅପରେଟିଭ୍‌ଙ୍କ ସହ ସମ୍ପର୍କ ରହିଛି । ଏମାନେ ଭାରତରେ ଗୁଇନ୍ଦାଗିରି କାର୍ଯ୍ୟକଳାପ ପାଇଁ ଆର୍ଥିକ ମାଧ୍ୟମ ଭାବେ କାମ କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା