Masthead

ଗ୍ୟାଙ୍ଗଷ୍ଟାର ଓ ଆତଙ୍କୀ କାର୍ଯ୍ୟକଳାପ ଲିଙ୍କରେ ଏନଆଇଏର ଦୃଢ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟାର ଓ ଆତଙ୍କୀ କାର୍ଯ୍ୟକଳାପ ଲିଙ୍କରେ ଏନଆଇଏର ଦୃଢ କାର୍ଯ୍ୟାନୁଷ୍ଠାନ । ଦେଶର ୬ଟି ରାଜ୍ୟରେ ୧୦୦ରୁ ଅଧିକ ସ୍ଥାନରେ ରେଡ୍ କରୁଛି ଏନଆଇଏ । ପଞ୍ଜାବ, ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଓ ମଧ୍ୟପ୍ରଦେଶରେ ଚଢାଉ ଚାଲିଛି । ଗତ ବର୍ଷ ଏନଆଇଏ ରୁଜୁ କରିଥିବା ତିନୋଟି ପୃଥକ ମାମଲାରେ ଏହି ଚଢାଉ ଜାରି ରଖିଛି । ରାଜ୍ୟ ପୋଲିସ ତଦନ୍ତକାରୀ ସଂସ୍ଥା ସହ ସର୍ଚ୍ଚ ଅପରେସନରେ ସାମିଲ ଅଛି । ରାଜ୍ୟ ପୁଲିସ ସହାୟତାରେ ସକାଳୁ ସକାଳୁ ଚଢାଉ ଜାରି ରଖିଛି ରଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି । ଦେଶରେ ବଢୁଥିବା ଆତଙ୍କୀ, ଡ୍ରଗ୍ସ କାରବାର ଏବଂ ଗ୍ୟାଙ୍ଗଷ୍ଟର ନେଟୱର୍କକୁ ବିନାଶ କରିବା ହେଉଛି ଏନଆଇଏର ଉଦ୍ଦେଶ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା