Masthead

ଭୁବନେଶ୍ୱରରେ ଏନ୍ଆଇଏ ଟିମ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ ): ବୁଧବାର ସକାଳ ୭ ଟା । ହଠାତ୍ ଏନ୍ଆଇଏର ଏକ ଟିମ୍ ଭୁବନେଶ୍ୱରରେ ପହଞ୍ôଚଥିଲା । ଏକ ସ୍ଥାନରୁ ଜଣେ ଛାତ୍ରଙ୍କୁ ଉଠାଇ ନେଇଥିଲା । ସୂଚନା ମୁତାବକ କୌଣସି ଆତଙ୍କି ଲିଙ୍କ୍ ମାମଲାରେ ଉକ୍ତ ଛାତ୍ର ଜଡ଼ିତ ଥିବାରୁ ତାଙ୍କୁ ଏନ୍ଆଇଏ ଟିମ୍ ଉଠାଇ ନେଇଥିବା ପ୍ରଥମେ ସନ୍ଦେହ କରାଯାଉଥିଲା । ଉକ୍ତ ଛାତ୍ରଙ୍କୁ ଭୁବନେଶ୍ୱର ଖଣ୍ଡଗିରି ଥାନାରେ ଅଟକ ରଖି ପଚରାଉଚରା ଚାଲିଛି । ସିପି କହିଛନ୍ତି, କୌଣସି ଅଜ୍ଞାତ ସ୍ଥାନରେ ନୁହେଁ, ଖଣ୍ଡଗିରି ଥାନାରେ ପଚରାଉଚରା କରାଯାଉଛି । ତଦନ୍ତ ଆତଙ୍କବାଦ ସଂକ୍ରାନ୍ତରେ ନୁହେଁ ବୋଲି ସିପି ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା