Masthead

ଭୁବନେଶ୍ୱରରେ ଏନ୍ଆଇଏ ଟିମ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ ): ବୁଧବାର ସକାଳ ୭ ଟା । ହଠାତ୍ ଏନ୍ଆଇଏର ଏକ ଟିମ୍ ଭୁବନେଶ୍ୱରରେ ପହଞ୍ôଚଥିଲା । ଏକ ସ୍ଥାନରୁ ଜଣେ ଛାତ୍ରଙ୍କୁ ଉଠାଇ ନେଇଥିଲା । ସୂଚନା ମୁତାବକ କୌଣସି ଆତଙ୍କି ଲିଙ୍କ୍ ମାମଲାରେ ଉକ୍ତ ଛାତ୍ର ଜଡ଼ିତ ଥିବାରୁ ତାଙ୍କୁ ଏନ୍ଆଇଏ ଟିମ୍ ଉଠାଇ ନେଇଥିବା ପ୍ରଥମେ ସନ୍ଦେହ କରାଯାଉଥିଲା । ଉକ୍ତ ଛାତ୍ରଙ୍କୁ ଭୁବନେଶ୍ୱର ଖଣ୍ଡଗିରି ଥାନାରେ ଅଟକ ରଖି ପଚରାଉଚରା ଚାଲିଛି । ସିପି କହିଛନ୍ତି, କୌଣସି ଅଜ୍ଞାତ ସ୍ଥାନରେ ନୁହେଁ, ଖଣ୍ଡଗିରି ଥାନାରେ ପଚରାଉଚରା କରାଯାଉଛି । ତଦନ୍ତ ଆତଙ୍କବାଦ ସଂକ୍ରାନ୍ତରେ ନୁହେଁ ବୋଲି ସିପି ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା