Masthead

ହିଂସାର ଯାଞ୍ଚ ଏନଆଇଏ କରୁ: ବିଜେପି

କୋଲକାତା (ବଡ଼ ଖବର ବ୍ୟୁରୋ):ପଶ୍ଚିମବଙ୍ଗର ହିଂସାକୁ ନେଇ ଏବେ ରାଜନୀତି ସରଗରମ । ଏହି ହିଂସାର ଯାଞ୍ଚ ସିଆଇଡିକୁ ଦିଆଯିବାକୁ ମମତା ବାନାର୍ଜୀ ନିର୍ଦ୍ଦେଶ ଦେଇଛନ୍ତି । ହେଲେ ବିଜେପି ଏଥିରେ ସନ୍ତୁଷ୍ଟ ନାହିଁ । ଏହି ହିଂସାର ଯାଞ୍ଚ ଏନଆଇଏ କରୁ ବୋଲି ବିଜେପି ଦାବି କରିଛି । ବିଧାନସଭାରେ ବିରୋଧି ଦଳ ନେତା ଶୁଭେନ୍ଦୁ ଅଧିକାରୀ ଏହାକୁ ନେଇ ହାଇକୋର୍ଟରେ ଆବେଦନ କରିଛନ୍ତି ।

ଏଥିରେ ରାମନବମୀରେ ହୋଇଥିବା ହିଂସାକୁ ନେଇ ଏନଆଇଏ ଯାଞ୍ଚ ନିର୍ଦ୍ଦେଶ ଦେବାକୁ ଦାବି କରାଯାଇଛି । ହିଂସା ପାଇଁ ମମତା ବାନାର୍ଜୀଙ୍କ ତୁଷ୍ଟି କରଣ ରାଜନୀତିକୁ ଦାୟୀ କରିଛନ୍ତି । ଶୁଭେନ୍ଦୁ କହିଛନ୍ତି ମମତା ବାନାର୍ଜୀ ସରକାର ଦେଶ ବିରୋଧି ଶକ୍ତିକୁ ରୋକିବାକୁ ଅସମର୍ଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ