ବନ୍ଧାହେଲେ ଗୋମାଂସ ଚାଲାଣକାରୀ

ନିଆଳି, (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ନିଆଳି ଅଥଙ୍ଗା ବସ୍ତିରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ଗୋମାଂସ ଚୋରା ଚାଲାଣ କରାଯାଉଥିଲା । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଦୁଇଜଣଙ୍କୁ ଗିରଫ କରିଛି । ଗୋମାଂସ ଓ ଚମଡା ଜବତ କରିଛି ନିଆଳି ପୋଲିସ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ସୁରକ୍ଷା ଦୃଷ୍ଟିରୁ ୬ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଦୀର୍ଘଦିନ ହେବ ଅଥଙ୍ଗା ବସ୍ତିରେ ଗାଈ କଟା ଯାଉଥିଲା । ବାହାର ରାଜ୍ୟକୁ ମଧ୍ୟ ଗୋମାଂସ ଚାଲାଣ କରାଯାଉଥିଲା । ଗୁରୁବାର ୨୦ ଅଧିକ ଗୋରୁ କଟାଯାଉଥିଲା । ଯାହାକୁ ନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଏହି ଘଟଣାକୁ ନେଇ ପରିସ୍ଥିତି ଅସମ୍ଭାଳ ହୋଇଥିଲା । ସୁରକ୍ଷା ଦୃଷ୍ଟିରୁ ପୋଲିସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!