Masthead

ରାଜ୍ୟରେ ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୧୦ ଜିଲ୍ଲାକୁ ପୁଣି ଫେରିଲା ନାଇଟ କର୍ଫ୍ୟୁ । ଆସନ୍ତା ୫ ତାରିଖରୁ ୧୦ ଜିଲ୍ଲାରେ ଲାଗୁହେବ ନାଇଟ କର୍ଫ୍ୟୁ । କରୋନା ସଂକ୍ରମଣକୁ ଆଖିଆଗରେ ରଖି ରାଜ୍ୟ ସରକାର ପୁନର୍ବାର ନାଇଟ କର୍ଫ୍ୟୁ ଲାଗୁ କରୁଛନ୍ତି ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ବଳବତ୍ତର କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ରାତି ୧୦ରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ବଳବତତ୍ତର ରହିବ । ସମସ୍ତ ଜରୁରୀ କାଳୀନ ସେବାକୁ ଏଥିରୁ ବାଦ ଦିଆଯିବ । ସେପଟେ ଦୋକାନ ବଜାର ବନ୍ଦ ରହିବ, ସାଧାରଣରେ ବୁଲାବୁଲି ଏବଂ ସାଧାରଣ ଲୋକଙ୍କ ଚଳ ପ୍ରଚଳ ମଧ୍ୟ ବାଦ ଦିଆଯିବ । ଏନେଇ ସୂଚନା ଦେଇଛ ଏସଆରସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ