Masthead

ଟ୍ୱିନ୍ ସିଟିରେ ରାତି ୮ରୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସିଲା ଅକ୍ଟୋବର ମାସର ଗାଇଡଲାଇନ୍ । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାରି କରିଛନ୍ତି ଏହି ଗାଇଡଲାଇନ୍। କଟକ ଭୁବନେଶ୍ୱର ପାଇଁ କଟକଣା କଡ଼ାକଡ଼ି କରାଯାଇଛି । ଟ୍ୱିନ୍ ସିଟିରେ ଲାଗୁ ହେବ ପୂର୍ବପରି ନାଇଟ କର୍ଫ୍ୟୁ । କଟକ ଓ ଭୁବନେଶ୍ୱରରେ ୧୧ ତାରିଖଠାରୁ ୨୦ ଯାଏ ରାତି ୮ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ରହିବ । ନାଇଟ୍ କର୍ଫ୍ୟୁ ସମୟରେ ବନ୍ଦ ରହିବ ଦୋକାନ ବଜାର ।

କିନ୍ତୁ ଏହି ସମୟରେ ଅତ୍ୟାବଶ୍ୟକ ସେବା ଜାରି ରହିବ । ସେହିପରି ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ସମସ୍ତ ପୌରାଞ୍ଚଳରେ ଅକ୍ଟୋବର ମାସ ସାରା ରାତି ୧୦ଟାରୁ ସକାଳ ୫ଟା ଯାଏ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ । ଏହି ନିର୍ଦ୍ଦେଶାବଳୀ ଗତକାଲିଠାରୁ ଆରମ୍ଭ ହୋଇ ନଭେମ୍ବର ୧ ତାରିଖ ଯାଏ ବଳବତ୍ତର ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା