Masthead

୧୬ରୁ ଅଂଶୁଘାତ ମୁକାବିଲା ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବଢିବ ରାତି ତାପମାତ୍ରା । ୩ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା । ଦିନ ତାପମାତ୍ରା ମଧ୍ୟ ଧିରେ ଧିରେ ବଢୀବ । ଫେବୃଆରୀ ଆରମ୍ଭରୁ ଚଳିତ ବର୍ଷ ଅସହ୍ୟ ଗରମ ହେଉଥିବାରୁ ଆଗକୁ ତାତି ଆହୁରି ବଢିବା ନେଇ ସମ୍ଭାବନା ଅଛି । ରାଜ୍ୟ ସରକାର ଅଂଶୁଘାତ ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି । ୧୬ ତାରିଖରେ ସମସ୍ତ ବିଭାଗର ବୈଠକ ଡାକିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମଙ୍ଗଳବାର ବୈଦ୍ଧର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ରହିଥିଲା । ମାଲକାନାଗିରି ତାପମାତ୍ରା ୩୪.୫ ଡିଗ୍ରୀ । ୨ ଦିବ ଭିତରେ ଦିନ ଓ ରାତି ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ